Tuesday, September 8, 2026
29.8 C
Odisha

    ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିପାତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

    ଆଗକୁ ପଢନ୍ତୁ

    ଛତିଶଗଡ଼ ନାରାୟଣପୁର ଆବୁଜମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ। ଏହି ଏନ୍‌କାଉଣ୍ଟରରେ ୭ ମାଓବାଦୀ ନିପାତ ହୋଇଥିବା ଜଣାପଡ଼ିଛି। ୭ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ରହିଥିବା ସୂଚନା। DRG, STFର ମିଳିତ କମ୍ବିଂ ବେଳେ ମୁହାଁମୁହିଁ ହୋଇଥିଲେ। ସର୍ଚ୍ଚ ଅପରେସନ ବେଳେ ଏକ-୪୭ ସମେତ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏ ନେଇ ଆଇଜି ପି.ସୁନ୍ଦର ରାଜଙ୍କ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    29.8 ° C
    29.8 °
    29.8 °
    73 %
    3.3kmh
    96 %
    Tue
    29 °
    Wed
    31 °
    Thu
    30 °
    Fri
    29 °
    Sat
    30 °

    ସମ୍ବନ୍ଧିତ