Saturday, January 31, 2026
29.1 C
Odisha

    ସୁରକ୍ଷାକର୍ମୀଙ୍କ ଗୁଳିରେ ୩୦ରୁ ଉର୍ଦ୍ଧ୍ବ ମାଓବାଦୀ ଟଳିଲେ

    ଆଗକୁ ପଢନ୍ତୁ

    ନକ୍ସଲ ମୁକାବିଲାରେ ବଡ଼ ସଫଳତା । ଛତିଶଗଡ଼ର ନାରାୟଣପୁର ଓ ଦନ୍ତେୱାଡ଼ା ଜିଲ୍ଲାର ସୀମାନ୍ତରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଏହି ଏନକାଉଣ୍ଟରରେ ୩୦ ରୁ ଉର୍ଦ୍ଧ୍ବ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା। ଏନକାଉଣ୍ଟର ନେଇ ସ୍ଥାନୀୟ ଏସପି ସୂଚନା ଦେଇଛନ୍ତି । ଜଙ୍ଗଲରୁ ବର୍ତ୍ତମାନ ସୁଦ୍ଧା ୩୦ ରୁ ଉର୍ଦ୍ଧ୍ବ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହାସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି । ପୂରା ଅଞ୍ଚଳକୁ ଘେରି ସୁରାକ୍ଷାକର୍ମୀ ଏବେ ବି ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.1 ° C
    29.1 °
    29.1 °
    28 %
    1.8kmh
    92 %
    Sat
    30 °
    Sun
    31 °
    Mon
    32 °
    Tue
    32 °
    Wed
    33 °

    ସମ୍ବନ୍ଧିତ