Friday, October 2, 2026
22.9 C
Odisha

    ସେପ୍ଟେମ୍ବର ୧୫ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ସୂଚନା ଦେଲେ ଆଇନମନ୍ତ୍ରୀ

    ଆଗକୁ ପଢନ୍ତୁ

    ପୁରୀ  :   ଶ୍ରୀମନ୍ଦିରରେ ଏଥର ଧାଡ଼ିରେ ହେବ ମହାପ୍ରଭୁଙ୍କ ଦର୍ଶନ। ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ ଏହି ଧାଡ଼ି ଦର୍ଶନ। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଧାଡ଼ି ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

    ଏହା ଦ୍ୱାର ଭିଡ଼ ନିୟନ୍ତ୍ରଣ ହୋଇପାରିବ। ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ ଭଲରେ କରିପାରିବେ ବୋଲି କହିଛନ୍ତି ମନ୍ତ୍ରୀ। ୩ରୁ ୪ ଦିନ ଭିତରେ ପରିଚାଳନା କମିଟି ଗଠନ ହେବ। ପ୍ରଥମ ବୈଠକରେ ହୁଣ୍ଡି ସିପ୍ଟ ପରେ ଧାଡ଼ି ଦର୍ଶନ ଆରମ୍ଭ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ