Tuesday, June 2, 2026
31.7 C
Odisha

    ସୋଆରେ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ୨୬/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ମଙ୍ଗଳବାର ଦିନ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ ହୋଇଯାଇଥିଲା ବେଳେ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ କ୍ଷେତ୍ରରେ ରାଷ୍ଟ୍ରୀୟ ସେବା ଯୋଜନାର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏନ୍‌ଏସ୍‌ଏସ୍ କାର୍ଯ୍ୟଧାରାର ମହତ୍ୱ ବିଷୟରେ ଗୁରୁତ୍ୱାରୋପ କରିଥିଲେ । ସୋଆ ଏନଏସ୍‌ଏସ୍ ସଂଯୋଜକ ପ୍ରଫେସର ନଚିକେତା କେ. ଶର୍ମା କାର୍ଯ୍ୟକ୍ରମ ଆୟୋଜନ କରିଥିବା ବେଳେ ବିଶ୍ୱବିଦ୍ୟାଳୟର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.7 ° C
    31.7 °
    31.7 °
    49 %
    1kmh
    20 %
    Tue
    39 °
    Wed
    41 °
    Thu
    41 °
    Fri
    42 °
    Sat
    42 °

    ସମ୍ବନ୍ଧିତ