Friday, July 18, 2025
24.3 C
Odisha

ସୋଆ ପ୍ରତିଷ୍ଠାତା ସଭାପତି ଓ ସ୍ପେନ୍ ରାଷ୍ଟ୍ରଦୂତଙ୍କ ସୌଜନ୍ୟମୂଳକ ସାକ୍ଷାତ

ଆଗକୁ ପଢନ୍ତୁ

ଭୁବନେଶ୍ୱର , ଏପ୍ରିଲ ୧୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏବଂ ସ୍ପେନ୍‌ର ରାଷ୍ଟ୍ରଦୂତ ହିଜ ଏକ୍ସିଲେନ୍ସି ଜୁଆନ୍ ଆନ୍‌ଟୋନିଓ ମାର୍ଚ ପୁଜୋଲଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ହୋଇଛି ।

ସ୍ପେନର ରାଷ୍ଟ୍ରଦୂତ ଭାବେ ସେ ଏକାସଂଗେ ଭାରତ, ଭୁଟାନ, ନେପାଳ, ଶ୍ରୀଲଙ୍କା ଏବଂ ମାଳଦ୍ୱୀପକୁ ପ୍ରତିନିଧିତ୍ୱ କରୁଛନ୍ତି । ଶୁକ୍ରବାର ବିଶ୍ୱବିଦ୍ୟାଳୟ ମୁଖ୍ୟ କାର୍ଯ୍ୟାଳୟରେ ପ୍ରଫେସର ନାୟକଙ୍କ ସହ ସାକ୍ଷାତ ସମୟରେ ଦୁଇ ଦେଶ ମଧ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ପ୍ରସଙ୍ଗ ସହ ଆଲୋଚନା କରିବା ସହ ସୋଆରେ ସ୍ପାନିଶ ଭାଷାର ଶିକ୍ଷାକୁ ନେଇ ମଧ୍ୟ ଆଲୋଚନା କରିଥିଲେ ।
ଏହି ସାକ୍ଷାତ ଆଲୋଚନା ସମୟରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉପସ୍ଥିତ ଥିଲେ ।

ଅନ୍ୟାନ୍ୟ ଖବର

ପାଣିପାଗ

Odisha
overcast clouds
24.3 ° C
24.3 °
24.3 °
95 %
1.8kmh
100 %
Thu
24 °
Fri
33 °
Sat
32 °
Sun
29 °
Mon
30 °

ସମ୍ବନ୍ଧିତ