Sunday, April 5, 2026
25.5 C
Odisha

    ସୋନିଆ ଗାନ୍ଧି ଡାକ୍ତରଖାନାରେ ଭର୍ତ୍ତି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧିଙ୍କୁ ଗୁରୁବାର ସକାଳେ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ନିୟମିତ ଯାଞ୍ଚ ପାଇଁ ସେ ହସ୍ପିଟାଲରେ ପହଞ୍ଚିଥିବା ସୂଚନା ମିଳିଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ଠିକ୍ ଅଛି ବୋଲି ସୂଚନା ମିଳିଛି। ଡାକ୍ତରଙ୍କ ଏକ ଟିମ୍ ତାଙ୍କ ଉପରେ ନଜର ରଖିଛନ୍ତି ଏବଂ ଆସନ୍ତାକାଲି (ଶୁକ୍ରବାର, ଫେବ୍ରୁଆରି ୨୧, ୨୦୨୫) ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇପାରେ। ସୋନିଆ ଗାନ୍ଧି ୨୦୨୪ ଡିସେମ୍ବରରେ ୭୮ ବର୍ଷରେ ପଦାର୍ପଣ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.5 ° C
    25.5 °
    25.5 °
    65 %
    3.2kmh
    72 %
    Sun
    25 °
    Mon
    38 °
    Tue
    37 °
    Wed
    38 °
    Thu
    36 °

    ସମ୍ବନ୍ଧିତ