Sunday, October 4, 2026
24.3 C
Odisha

    ସୋର ରେଳ ଷ୍ଟେସନ ନିକଟରୁ ବୃଦ୍ଧଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର, ଟ୍ରେନ୍ ଧକ୍କା ସନ୍ଦେହ

    ଆଗକୁ ପଢନ୍ତୁ

    ସୋର  : ସୋର ରେଳ ଷ୍ଟେସନର ଅନତି ଦୂର ଲିଙ୍ଗପଡା ଫାଟକ ନିକଟରେ ଜଣେ ବୃଦ୍ଧଙ୍କ ଖଣ୍ଡବିଖଣ୍ଡିତ ମୃତ ଦେହ ରେଳ ଧାରଣାରୁ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ଗତକାଲି ରାତିରେ କୌଣସି ଏକ ଟ୍ରେନ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।

    ଖବର ପାଇ ସୋର ଆରପିଏଫ ଓ ବାଲେଶ୍ୱର ଜିଆରପି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ନେଇଥିବା ଜଣାପଡିଛି।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ