Monday, April 6, 2026
35.2 C
Odisha

    ସୋସିଆଲ ମିଡ଼ିଆ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା; ଡିଏସ୍‌ପି ଏସ୍‌ଆଇଙ୍କୁ ପଥରମାଡ଼, ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ

    ଆଗକୁ ପଢନ୍ତୁ

    ଭଦ୍ରକ: ଭଦ୍ରକ ଜିଲା ସିଟି ଡିଏସ୍‌ପି ଓ ଟାଉନ ଥାନା ଏସଆଇଙ୍କୁ ଶୁକ୍ରବାର ଆକ୍ରମଣ ହୋଇଛି। ସଣ୍ଠିଆ ନିକଟରେ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଲୋକ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏହି ପଥରମାଡ଼ରେ ୨ ବରିଷ୍ଠ ପୋଲିସ ଅଧିକାରୀ ଆହତ ହୋଇଥିବା ସୂଚନା ମିଳିଛି।ଅନ୍ୟପକ୍ଷେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ି ମଧ୍ୟ ଭଙ୍ଗାରୁଜା କରିଛନ୍ତି। ସୂଚନା ଅନୁଯାୟୀ, ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ତୁମୁଳକାଣ୍ଡ ହୋଇଛି। ଦୋଷୀକୁ ଧରିବାକୁ ରାଲି ବେଳେ ପୋଲିସ ଅଟକାଇବାରୁ ଏହି କାଣ୍ଡ ଘଟିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.2 ° C
    35.2 °
    35.2 °
    30 %
    0.9kmh
    0 %
    Mon
    37 °
    Tue
    38 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ