Friday, September 11, 2026
27.3 C
Odisha

    ସ୍କୁଟିକୁ ଧକ୍କା ଦେଲା ଟ୍ରକ୍‌, ମହିଳା ଗୁରୁତର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଭୁବନେଶ୍ୱର ଖଣ୍ଡଗିରି ଛକରେ ବର୍ତ୍ତମାନ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଜଣେ ସ୍କୁଟି ଚାଳକ ମହିଳାଙ୍କୁ ଧକ୍କା ଦେଇଛି। ଘଟଣାସ୍ଥଳରେ ଗୁରୁତର ମହିଳାଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ଥିତି ବିଷୟରେ କୌଣସି ଖବର ଆସିନାହିଁ। ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଲୋକେ ଟ୍ରକ୍ ଚାଳକକୁ ଅଟକ ରଖିଛନ୍ତି। ଏହି ଦୁର୍ଘଟଣା ପାଇଁ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଏ ନେଇ ଖଣ୍ଡଗିରି ଛକରେ ରାସ୍ତା ଜାମ ହୋଇଛି। ଦ୍ରୁତଗତିରେ ଗାଡ଼ି ଚଳାଇବାକୁ ନେଇ ତାତିଛନ୍ତି ସ୍ଥାନୀୟ ଲୋକେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.3 ° C
    27.3 °
    27.3 °
    81 %
    1.6kmh
    97 %
    Fri
    27 °
    Sat
    28 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ