Saturday, March 28, 2026
24.4 C
Odisha

    ସ୍କୁଟିକୁ ଧକ୍କା ଦେଲା ପଶ୍ଚିମବଙ୍ଗ ବିଧାୟକଙ୍କ ଗାଡ଼ି, ଜଣେ ମୃତ

    ଆଗକୁ ପଢନ୍ତୁ

    ସୋର : ପଶ୍ଚିମବଙ୍ଗ ବିଧାୟକଙ୍କ ଗାଡ଼ି ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । ୧୬ ନଂ ଜାତୀୟ ରାଜପଥ ଜାମୁଝାଡି ନିକଟରେ ସ୍କୁଟିକୁ ଧକ୍କା ଦେଲା ବିଧାୟକଙ୍କ ଗାଡ଼ି ଫଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଗୁରୁତରଙ୍କୁ ସିମୁଳିଆର ଡାକ୍ତରଖାନାରେ ରଖାଯାଇଛି। ମୃତ ଯୁବକଙ୍କୁ ସୋର ଅଞ୍ଚଳର ଜଣେ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

    ସୂଚନା ପାଇବା ପରେ ସିମୁଳିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି । ଦୁର୍ଘଟଣା ଘଟାଇଥିବା ସ୍କର୍ପିଓଟି ପଶ୍ଚିମବଙ୍ଗ ହାୱଡା ବିଧାୟକ ଗୌତମ ଚୌଧୁରୀଙ୍କର ବୋଲି ଜଣାପଡିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    56 %
    1.5kmh
    0 %
    Sat
    39 °
    Sun
    39 °
    Mon
    41 °
    Tue
    38 °
    Wed
    38 °

    ସମ୍ବନ୍ଧିତ