Saturday, February 14, 2026
20.2 C
Odisha

    ସ୍କୁଲଛାତ୍ରୀଙ୍କୁ ବଳାତ୍କାର କଲେ ପିଅନ

    ଆଗକୁ ପଢନ୍ତୁ

    ଉତ୍ତରପ୍ରଦେଶର ଫାରୁକାବାଦସ୍ଥିତ ଏକ ସରକାରୀ ସ୍କୁଲରେ ଜଣେ ୧୩ ବର୍ଷୀୟା ଛାତ୍ରୀଙ୍କୁ ପିଅନ ବଳାତ୍କାର କରିବାରୁ ସେ ଗର୍ଭବତୀ ହୋଇଛନ୍ତି। ୫ ମାସ ପରେ ଏହି ଅପରାଧ ସାମ୍‌ନାକୁ ଆସିଛି। ଛାତ୍ରୀ ଜଣକ ଗର୍ଭବତୀ ଥିବା ପରିବାର ଲୋକେ ଜାଣିବା ପରେ ପୋଲିସକୁ ଜଣାଇଛନ୍ତି। ପୋଲିସ ପୋକ୍‌ସୋ ଆଇନ ବଳରେ ଅଭିଯୁକ୍ତ ଓ ତାଙ୍କ ସହଯୋଗୀଙ୍କ ବିରୋଧରେ ଏତଲା ଦାଏର କରିଛି। ପୀଡ଼ିତାଙ୍କ ମୁହଁରେ ଲୁଗା ଦେଇ ଅଭିଯୁକ୍ତ ତାଙ୍କୁ ବଳାତ୍କାର କରିଥିଲେ। ଏ ସମ୍ପର୍କରେ ଅଭିଯୋଗ କଲେ ମାରିଦେବେ ବୋଲି ସେ ଧମକ ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    20.2 ° C
    20.2 °
    20.2 °
    36 %
    2.2kmh
    99 %
    Sat
    20 °
    Sun
    33 °
    Mon
    34 °
    Tue
    34 °
    Wed
    35 °

    ସମ୍ବନ୍ଧିତ