Tuesday, October 6, 2026
28.6 C
Odisha

    ସ୍କୁଲରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ: ଗଣଶିକ୍ଷା ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ନୁଆ ନିୟମ । ନିଜ ବିଷୟ ବସ୍ତୁ ସହ ସ୍କୁଲରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ । ବିଧାନସଭାରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

    ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ ପ୍ରସ୍ତାବ ରହିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ନିତ୍ୟାନନ୍ଦ ଗଣ୍ଡଙ୍କ କହିବା କଥା ପାଠ ପଢିବା ସହ ଛାତ୍ରଛାତ୍ରୀଙ୍କର ଆମ ପରମ୍ପରା ଓ ଆଧ୍ୟାତ୍ମିକତା ଉପରେ ମଧ୍ୟ ଜ୍ଞାନ ରହିବା ଜରୁରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.6 ° C
    28.6 °
    28.6 °
    75 %
    0.8kmh
    1 %
    Tue
    25 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ