Saturday, June 27, 2026
36.1 C
Odisha

    ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବଡ଼ ଘୋଷଣା, ସରକାରୀ ବସ୍‌ରେ ମାଗଣା ସ୍କୁଲ୍ ଯାଇପାରିବେ ଛାତ୍ରଛାତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ପରିଚୟପତ୍ର ଦେଖାଇ ମାଗଣାରେ ସରକାରୀ ବସ୍‌ରେ       ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ  ଏକ ବଡ଼ ଘୋଷଣା କରିଛନ୍ତି ।

    ସେ ଆହୁରି କହିଛନ୍ତି ଯେ, ପ୍ରଥମରୁ ଦ୍ୱାଦଶ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ଦିଆଯିବ । ଭାରତୀୟ ଶିକ୍ଷାନୀତି ଅନୁଯାୟୀ, ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ । ଏନସିଇଆରଟି ଢାଞ୍ଚାରେ ଏସସିଇଆରଟିକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ । ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ ଦିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    36.1 ° C
    36.1 °
    36.1 °
    43 %
    1.5kmh
    37 %
    Sat
    35 °
    Sun
    38 °
    Mon
    35 °
    Tue
    35 °
    Wed
    31 °

    ସମ୍ବନ୍ଧିତ