Thursday, March 12, 2026
21.6 C
Odisha

    ସ୍ତନ ସ୍ପର୍ଶ ଉଦ୍ୟମ ବଳାତ୍କାର ନୁହେଁ : କୋଲକାତା ହାଇକୋର୍ଟ

    ଆଗକୁ ପଢନ୍ତୁ

    କୋଲକାତା : ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍‌ସୋ) ଆଇନ ଅନୁଯାୟୀ, ପୀଡ଼ିତାଙ୍କ ସ୍ତନ ସ୍ପର୍ଶ କରିବା ଉଦ୍ୟମ ବଳାତ୍କାର ନୁହେଁ ବରଂ ଗମ୍ଭୀର ଯୌନ ଉତ୍ପୀଡ଼ନ ବୋଲି କୋଲକାତା ହାଇକୋର୍ଟ ଟିପ୍ପଣୀ ଦେଇଛନ୍ତି। ଏଭଳି ଏକ ମାମଲାରେ ପଶ୍ଚିମବଙ୍ଗର ଏକ ତଳକୋର୍ଟ ଜଣେ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଦଣ୍ଡ ଶୁଣାଇଥିବାବେଳେ ଗତଶୁକ୍ରବାର ହାଇକୋର୍ଟ ଏହାକୁ ସ୍ଥଗିତ ରଖିଛନ୍ତି।

    ତଳକୋର୍ଟ ଅଭିଯୁକ୍ତଙ୍କୁ ଯୌନ ଉତ୍ପୀଡ଼ନ ଓ ବଳାତ୍କାର ଉଦ୍ୟମରେ ଦୋଷୀସାବ୍ୟସ୍ତ କରି ୧୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ। ଏହା ବିରୋଧରେ ହୋଇଥିବା ଅପିଲ୍‌ର ଶୁଣାଣି କରି ଜଷ୍ଟିସ୍‌ ଅରିଜିତ ବାନାର୍ଜୀ ଏବଂ ବିଶ୍ୱରୂପ ଚୌଧୁରୀଙ୍କ ଖଣ୍ଡପୀଠ କହିଛନ୍ତି, ପୀଡ଼ିତାଙ୍କୁ ବଳାତ୍କାର କିମ୍ବା ବଳାତ୍କାର ଉଦ୍ୟମ ହୋଇଥିବା ଡାକ୍ତରୀ ରିପୋର୍ଟରୁ ଜଣାପଡ଼ିନାହିଁ। ପୀଡ଼ିତାଙ୍କ ବୟାନ ଅନୁଯାୟୀ, ନିଶାଗ୍ରସ୍ତ ଅଭିଯୁକ୍ତ ତାଙ୍କ ସ୍ତନ ସ୍ପର୍ଶ କରିବାକୁ ଉଦ୍ୟମ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.6 ° C
    21.6 °
    21.6 °
    27 %
    1.7kmh
    0 %
    Thu
    37 °
    Fri
    38 °
    Sat
    39 °
    Sun
    40 °
    Mon
    38 °

    ସମ୍ବନ୍ଧିତ