Thursday, April 9, 2026
36.2 C
Odisha

    ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

    ଆଗକୁ ପଢନ୍ତୁ

    ରାୟଗଡ଼ା : ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ ଓରଫ ଅଙ୍କିତା ମଧ୍ୟ ଆତ୍ମସମର୍ପଣ କରିଛନ୍ତି। ରାୟଗଡ଼ା ପୋଲିସ ନିକଟରେ ମୋଟ ୧୫ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ ସେଥିମଧ୍ୟରେ ୭ ମହିଳା କ୍ୟାଡର ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    36.2 ° C
    36.2 °
    36.2 °
    22 %
    4.4kmh
    70 %
    Thu
    37 °
    Fri
    38 °
    Sat
    38 °
    Sun
    41 °
    Mon
    42 °

    ସମ୍ବନ୍ଧିତ