Wednesday, July 15, 2026
28.3 C
Odisha

    ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ସାରା ରାଜ୍ୟରେ ଆଜି ଅନୁଷ୍ଠିତ ହେବାର ଥିଲା ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏହି ସ୍ୱତନ୍ତ୍ର ଓଟିଇଟି । ୭୫ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଦେଇଥାନ୍ତେ ଏହି ପରୀକ୍ଷା । ପେପର୧ ଓ ପେପର ୨ ଦୁଇଟି ପେପରରେ ହୋଇଥାନ୍ତା ପରୀକ୍ଷା । ପରୀକ୍ଷା ସ୍ଥଗିତ ରଖିବାକୁ ମାଧ୍ୟମିକ ଶିକ୍ଷା ପରିଷଦର ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷା କାହିଁକି ସ୍ଥଗିତ ରହିଲା ତାହାର କାରଣ ଅସ୍ପଷ୍ଟ ।
    ଦୁଇଟି ସିଟିଂରେ ହେବାର ଥିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ସକାଳ ୯ ଟାରୁ ସାଢ଼େ ୧୧ ଟା ପେପର ୧ ଓ ଦିନ ୨ ଟାରୁ ସାଢ଼େ ୪ ଟା ପେପର ୨ ପରୀକ୍ଷା ହୋଇଥାନ୍ତା। ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.3 ° C
    28.3 °
    28.3 °
    73 %
    1.9kmh
    99 %
    Wed
    27 °
    Thu
    31 °
    Fri
    28 °
    Sat
    26 °
    Sun
    24 °

    ସମ୍ବନ୍ଧିତ