Tuesday, October 13, 2026
28.9 C
Odisha

    ସ୍ଲୋଭାକିଆ ପ୍ରଧାନମନ୍ତ୍ରୀ ରୋବର୍ଟ ଫିକୋଙ୍କ ଉପରକୁ ଗୁଳିମାଡ଼

    ଆଗକୁ ପଢନ୍ତୁ

    ସ୍ଲୋଭାକିଆ ପ୍ରଧାନମନ୍ତ୍ରୀ ରୋବର୍ଟ ଫିକୋଙ୍କ ଉପରକୁ ଗୁଳିମାଡ଼ ହୋଇଛି। ତାଙ୍କ ଶରୀରରେ ଏକାଧିକ ଗୁଳି ବାଜିଛି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସ୍ଲୋଭାକିଆର ରାଜଧାନୀ ବ୍ରାଟିସ୍ଲାବାରୁ ପ୍ରାୟ ୧୫୦ କିଲୋମିଟର ଦୂର ହ୍ୟାଣ୍ଡଲୋବା ସହରରେ ଏହି ଘଟଣା ଘଟିଛି। ସେଠାରେ କ୍ୟାବିନେଟ୍ ବୈଠକ ପରେ ପ୍ରଧାନମନ୍ତ୍ରୀ ହାଉସ୍ ଅଫ୍ କଲ୍‌ଚର ବାହାରେ ଲୋକଙ୍କ ସହିତ କଥାବାର୍ତ୍ତା ହେଉଥିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ସୋଶିଆଲ ମିଡିଆରେ ଏହାର ଭିଡିଓ ମଧ୍ୟ ଭାଇରାଲ ହେଉଛି। ଏହି ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ସ୍ଥାନୀୟ ପୁଲିସ ନିଜ କବଜାକୁ ନେଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.9 ° C
    28.9 °
    28.9 °
    58 %
    1.7kmh
    0 %
    Tue
    30 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ