Saturday, March 14, 2026
24.5 C
Odisha

    ହଇଚଇ କଲା ଅପରାଜିତଙ୍କ ସୋସିଆଲ ମିଡିଆ ପୋଷ୍ଟ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ପାର୍ଲାମେଣ୍ଟ ପରିସରରେ ରାଜ୍ୟର ଭାଜପା ଏମପିମାନଙ୍କୁ ଭେଟି ଆଲୋଚନା କରିଛନ୍ତି।

    ଏହି ସାକ୍ଷାତରେ ଏମପି ଅନନ୍ତ ନାଏକ, ସମ୍ବିତ ପାତ୍ର ଏବଂ ନବଚରଣ ମାଝୀ ଉପସ୍ଥିତ ଥିଲେ ବୋଲି ସୂଚନା ମିଳିଛି। ଭାଜପା ଏମପି ଅପରାଜିତା ଷଡ଼ଙ୍ଗୀ ଏହି ସାକ୍ଷାତର ସୂଚନା ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି ଜଣାଇଛନ୍ତି। ତେବେ ଏହି ଭେଟ ଓଡ଼ିଶାର ରାଜନୈତିକ ମହଲରେ ଆଲୋଚନାର ବିଷୟ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    48 %
    2.4kmh
    0 %
    Fri
    25 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ