Monday, October 19, 2026
23.4 C
Odisha

    ହସ୍ପିଟାଲରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା

    ଆଗକୁ ପଢନ୍ତୁ

    କଟକ : କଟକ ଜଗତପୁର ନିକଟସ୍ଥ ଏକ ଘରୋଇ ହସ୍ପିଟାଲରେ ଅଭାବନୀୟ ଘଟଣା ଘଟିଛି। ଜଣେ ରୋଗୀ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ହଠାତ୍ ୪ ମହଲାରୁ ଡେଇଁ ପଡିଥିଲେ। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ମୃତକ ଢେଙ୍କାନାଳର ପ୍ରଭାସ ଧଳ ବୋଲି ଜଣାପଡିଛି। ତେବେ ପ୍ରଭାସ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି, ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.4 ° C
    23.4 °
    23.4 °
    81 %
    1.2kmh
    46 %
    Mon
    23 °
    Tue
    30 °
    Wed
    29 °
    Thu
    29 °
    Fri
    29 °

    ସମ୍ବନ୍ଧିତ