Friday, October 2, 2026
29.9 C
Odisha

    ହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ଅସୁସ୍ଥ। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଯିବାକୁ ପ୍ରସ୍ତୁତି ଚାଲିଛି। ଅସୁସ୍ଥତା ନେଇ ତାଙ୍କ ପୁଅ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ତେଣୁ ତାଙ୍କୁ ପରିବାର ପକ୍ଷରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.9 ° C
    29.9 °
    29.9 °
    59 %
    1.3kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ