Saturday, October 10, 2026
29.2 C
Odisha

    ହସ୍ପିଟାଲରେ ଭୟାଭୟ ଅଗ୍ନିକାଣ୍ଡ, ୭ ମୃତ

    ଆଗକୁ ପଢନ୍ତୁ

    ଗୁରୁବାର ଦକ୍ଷିଣ ତାମିଲନାଡୁ ଡିଣ୍ଡିଗୁଲ ଜିଲାର ଏକ ଘରୋଇ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ସ୍ଥାନୀୟ ମିଡିଆ ରିପୋର୍ଟ ଅନୁଯାୟୀ ଚାରି ମହଲା ବିଶିଷ୍ଟ ଡାକ୍ତରଖାନା ଲିଫ୍ଟରେ ମଧ୍ୟ କିଛି ଲୋକ ଫସି ରହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    60 %
    1.7kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ