Saturday, April 4, 2026
29.2 C
Odisha

    ହାଇକୋର୍ଟର ସମସ୍ତ ବିଚାରପତିଙ୍କୁ ମିଳିବ ପୂର୍ଣ୍ଣ ପେନସନ, ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ

    ଆଗକୁ ପଢନ୍ତୁ

    କଟକ : ହାଇକୋର୍ଟର ସମସ୍ତ ବିଚାରପତିଙ୍କୁ ମିଳିବ ପୂର୍ଣ୍ଣ ପେନସନ । ହାଇକୋର୍ଟର ସମସ୍ତ ବିଚାରପତି ପାଇବେ ପୂର୍ଣ୍ଣ ପେନସନ। ଏ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ ଆସିଛି। ସମସ୍ତ ହାଇକୋର୍ଟର ବିଚାରପତି ପୂର୍ଣ୍ଣ ପେନସନ ପାଇବାକୁ ହକଦାର ବୋଲି ପ୍ରଧାନ ବିଚାରପତି କହିଛନ୍ତି। ଅବସରପ୍ରାପ୍ତ ମୁଖ୍ୟ ବିଚାରପତି ବାର୍ଷିକ ୧୫ ଲକ୍ଷ ପେନସନ ପାଇବେ। ବିଚାରପତି ଓ ଅତିରିକ୍ତ ବିଚାରପତି ବର୍ଷକୁ ୧୩ ଲକ୍ଷ ୬୦ ହଜାର ପେନସନ ପାଇବେ । ବିଚାରପତି ଓ ଅତିରିକ୍ତ ବିଚାରପତିଙ୍କ ବିଧବା ପତ୍ନୀଙ୍କୁ ଫେମିଲି ପେନସନ ମିଳିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.2 ° C
    29.2 °
    29.2 °
    34 %
    1.5kmh
    98 %
    Sat
    38 °
    Sun
    37 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ