Saturday, October 3, 2026
24.7 C
Odisha

    ହାଇଦ୍ରାବାଦ ଅଗ୍ନିକାଣ୍ଡ ଘଟଣାରେ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ହାଇଦ୍ରାବାଦ ଅଗ୍ନିକାଣ୍ଡ ଘଟଣାରେ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ । ମୃତକଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ସହ ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ପକ୍ଷରୁ ଏକ୍ସରେ ଏନେଇ ସୂଚନା ଦିଆଯାଇଛି । କହିରଖୁଛୁ ହାଇଦ୍ରାବାଦର ଚାରମିନାର ନିକଟ ଗୁଲଜାର ହାଉଜ କୋଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ରବିବାର ଭୋର ପ୍ରାୟ ସା​‌ଢ଼େ ୫ଟାରେ ଏହି କୋଠାରେ ଅଗ୍ନିକାଣ୍ଡ ଘଟିଥିଲା। ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଆହତମାନଙ୍କୁ ଡିଆରଡିଓ ହସ୍ପିଟାଲ ଏବଂ ଓସମାନିଆ ଜେନେରାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.7 ° C
    24.7 °
    24.7 °
    83 %
    1.4kmh
    16 %
    Sat
    24 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ