Friday, March 20, 2026
21.1 C
Odisha

    ହାଇପ୍ରୋଫାଇଲ୍ ଠକ ହଂସିତାଙ୍କୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର, ଠକେଇ ମାମଲାରେ ରାୟ ସଂରକ୍ଷିତ

    ଆଗକୁ ପଢନ୍ତୁ

    କଟକ : ହାଇପ୍ରୋଫାଇଲ୍ ଠକ ହଂସିତାଙ୍କୁ ହାଇକୋର୍ଟଙ୍କ ଗୋଟିଏ ମାମଲାରେ ଜାମିନ ମଞ୍ଜୁର । ଜାଲ ପାସପୋର୍ଟ ମାମଲାରେ ମିଳିଲା ଜାମିନ । ସର୍ତ୍ତମୂଳକ ଜାମିନ ମଞ୍ଜୁର କଲେ ହାଇକୋର୍ଟ। ଜାଲ ପାସପୋର୍ଟ ମାମଲାରେ ଇନଫୋସିଟି ଥାନାରେ ହୋଇଥିଲା ମାମଲା। ଅନ୍ୟ ଏକ ଠକେଇ ମାମଲାରେ ଜାମିନ ଆବେଦନର ଶୁଣାଣି ଶେଷ, ରାୟ ସଂରକ୍ଷିତ । ହଂସିତାଙ୍କ ନାଁରେ ଇନଫୋସିଟି ଥାନାରେ ଦୁଇଟି ମାମଲା ହୋଇଥିଲା। ହଂସିତା ଅଭିଲିପ୍ସା ଓରଫ ବିଷ୍ଣୁପ୍ରିୟା ଚାନ୍ଦ । ୪୦ ହଜାର ଟଙ୍କାର ଜଣେ ଜାମିନଦାରଙ୍କ ଦ୍ଵାରା ଯାଇ ପାରିବେ ଜାମିନରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.1 ° C
    21.1 °
    21.1 °
    77 %
    0.5kmh
    100 %
    Fri
    22 °
    Sat
    32 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ