Sunday, October 4, 2026
30.6 C
Odisha

    ହିମାଚଳର ମଣ୍ଡିରୁ କଙ୍ଗନା ଲଢିବେ ନିର୍ବାଚନ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ବିଜେପିର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୧୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ତେବେ ଏହି ତାଲିକାରେ ପ୍ରକାଶ ପାଇଛି ବଲିଉଡର ଜଣାଶୁଣା ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କ ନାମ । ହିମାଞ୍ଚଳପ୍ରଦେଶର ମଣ୍ଡିରୁ ବିଜେପି ତାଙ୍କୁ ପ୍ରାର୍ଥୀ କରିଛି । ପୂର୍ବରୁ କଙ୍ଗନାଙ୍କ ନାମକୁ ନେଇ ଚର୍ଚ୍ଚା ହେଉଥିବାବେଳେ ଏବେ ତାଙ୍କୁ ଦଳର ସୁପ୍ରିମୋ ଭରସା କରି ଟିକେଟ ଦେଇଛନ୍ତି । ସେପଟେ ପଲିଭିଟିରୁ ବରୁଣ ଗାନ୍ଧୀଙ୍କ ଟିକେଟ କାଟିଛି ବିଜେପି । ଦଳ ବିରୋଧୀ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହୁଥିବା ବରୁଣ ଗାନ୍ଧୀଙ୍କୁ ଟିକେଟ ଦେଇନାହିଁ ବିଜେପି । ତାଙ୍କ ସ୍ଥାନରେ ପଲିଭିଟି ଆସନରୁ ଜିତିନ ପ୍ରସାଦଙ୍କୁ ଟିକେଟ ଦେଇଛି । ଅନ୍ୟପଟେ ଗାଜିଆବାଦରୁ ଜେନେରାଲ ବିକେ ସିଂଙ୍କ ଟିକେଟ କଟାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ