Friday, October 2, 2026
22.9 C
Odisha

    ହୀରାକୁଦ ଜଳଭଣ୍ଡାରର ଖୋଲା ଗଲା ଆଉ ୪ଟି ଗେଟ୍

    ଆଗକୁ ପଢନ୍ତୁ

     

     

    ସୂଚନାଥାଉକି, ହୀରାକୁଦ ଜଳଭଣ୍ଡାରରେ ଧୀରେଧୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ କ୍ରମାଗତ ଭାବେ ପର୍ଯ୍ୟାୟ କ୍ରମେ ଗେଟ୍‌ଗୁଡ଼ିକ ଖୋଲାଯାଉଛି। ଏହି କ୍ରମରେ ଆଜି ୪ଟି ଗେଟ୍‌ ଖୋଲି ଦିଆଯାଇଛି। ପୂର୍ବରୁ ୧୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି। ତେବେ ବର୍ତ୍ତମାନ ସମୟରେ ମୋଟ୍‌ ୨୦ ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଆବଶ୍ୟକ ହେଲେ ଆହୁରି ଗେଟ୍‌ ଖୋଲା ଯାଇପାରେ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ