Friday, October 2, 2026
22.9 C
Odisha

    ହେଲିକପ୍ଟର୍ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ନ୍ୟୁୟର୍କ : ମଝି ଆକାଶରେ ହେଲିକପ୍ଟର ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ହେଲିକପ୍ଟରଟି ନଦୀକୁ ଖସିପଡିଛି । ଦୁର୍ଘଟଣା ପରେ ମୃତକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାରକାରୀ ଦଳ ନଦୀ ଭିତରେ ସନ୍ଧାନ କରୁଛି ।

    ସୂଚନା ଅନୁସାରେ ନ୍ୟୁୟର୍କ ସହରର ହଡସନ ନଦୀରେ ଏକ ପଯ୍ୟଟକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପାଇଲଟକୁ ମିଶାଇ ୬ ଜଣଙ୍କର ମୃତ୍ୟୁ ହୋଇଛି । ୫ ଜଣ ଗୋଟିଏ ପରିବାରର ବୋଲି ଜଣାପଡିଛି । ବାପା, ମା ଏବଂ ୩ ପିଲା ଥିବାବେଳେ ହେଲିକପ୍ଟରର ପାଇଲଟଙ୍କର ମଧ୍ୟ ମୃତ୍ୟୁ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ