Sunday, October 11, 2026
25 C
Odisha

    ହୋଟେଲରେ ଗ୍ୟାସ୍‌ ସିଲିଣ୍ଡର ଫାଟି ଦୁଇ ଗୁରୁତର

    ଆଗକୁ ପଢନ୍ତୁ

    ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚିକିଟି ପେଣ୍ଠ ବସ୍‌ଷ୍ଟାଣ୍ଡ ନିକଟରେ ଅଭାବନୀୟ ଘଟଣା ଘଟିଛି। ଗ୍ୟାସ୍‌ ସିଲିଣ୍ଡର ଫାଟି ଦୁଇ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ହୋଟେଲରେ ରୋଷେଇ ଚାଲିଥିବାବେଳେ ଗ୍ୟାସ୍‌ ସିଲିଣ୍ଡଟି ଫାଟି ଯାଇଥିଲା। ଏଥିରେ ଦୁଇ ଜଣ ହୋଟେଲ କର୍ମଚାରୀ ଗୁରୁତର ହୋଇଛନ୍ତି। ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ଚିକିଟି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ୍‌ ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25 ° C
    25 °
    25 °
    78 %
    0kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ