Wednesday, March 18, 2026
22.9 C
Odisha

    ହୋମ ଗାର୍ଡ ପରୀକ୍ଷା : ୧୮୩ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ, ଏୟାରଷ୍ଟ୍ରିପରେ ବସି ଦେଲେ ପରୀକ୍ଷା

    ଆଗକୁ ପଢନ୍ତୁ

    ସମ୍ବଲପୁର : ୧୮୩ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ । ସମ୍ବଲପୁର ଜିଲ୍ଲାରେ ହୋମ ଗାର୍ଡ ପଦବୀ ପାଇଁ ପରୀକ୍ଷା ଦେଲେ ୮୦୦୦ ପରୀକ୍ଷାର୍ଥୀ । ଜମାଦାରପାଲି ଏୟାରଷ୍ଟ୍ରିପରେ ବସି ଏକାଠି ଲିଖିତ ପରୀକ୍ଷା ଦେଇଛନ୍ତି ଆଶାୟୀ । ୧୮୩ ହୋମଗାର୍ଡ ପଦବୀ ପାଇଁ ୮ହଜାର ଆଶାୟୀ ପରୀକ୍ଷା ଦେଇଛନ୍ତି । ଦେଢ ଘଣ୍ଟାରେ ଗୋଟିଏ ସିଟିଂରେ ପରୀକ୍ଷା ସରିଛି ।

    ତେବେ ସମସ୍ତେ ଗୋଟିଏ ସିଟିଂରେ ପରୀକ୍ଷା ଦେଇଥିବା ଜଣାପଡିଛି । ଆଶାୟୀଙ୍କୁ କୌଣସି ଲିଖିତ ପ୍ରଶ୍ନପତ୍ର ଦିଆଯାଇନଥିବାବେଳେ ପ୍ରଶ୍ନ ଡକାଯାଇଥିଲା । ସବୁଠାରୁ ବଡ଼ କଥା ହେଉଛି ହୋମଗାର୍ଡ ଚାକିରି ପାଇଁ ପଞ୍ଚମ ଶ୍ରେଣୀ ପାଠ ଶିକ୍ଷାଗତ ଯୋଗ୍ୟତା ଥିବା ବେଳେ ଗ୍ରାଜୁଏଟ ପିଲା ମଧ୍ୟ ପରୀକ୍ଷା ଦେଇଥିବା ଜଣାପଡିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.9 ° C
    22.9 °
    22.9 °
    64 %
    3.3kmh
    85 %
    Tue
    24 °
    Wed
    35 °
    Thu
    36 °
    Fri
    35 °
    Sat
    34 °

    ସମ୍ବନ୍ଧିତ