Sunday, March 22, 2026
21.2 C
Odisha

    ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ପାଇଁ ପ୍ରୋତ୍ସାହନ ଘୋଷଣା କଲେ ସରକାର, ଜାଣନ୍ତୁ କେତେ ମିଳିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:୧୦୮ ଆମ୍ବୁଲାନ୍ସ ଷ୍ଟାଫଙ୍କ ପାଇଁ ପ୍ରୋତ୍ସାହନ ଘୋଷଣା କଲେ ରାଜ୍ୟ ସରକାର । ଏବେ ଆମ୍ବୁଲାନ୍ସ ଡ୍ରାଇଭର, ହେଲପର ଏବଂ ଟେକ୍ନିସିଆନଙ୍କ ପାଇଁ ପ୍ରୋତ୍ସାହନ ଘୋଷଣା କରାଯାଇଛି । ଡ୍ରାଇଭର ଏବଂ ଟେକ୍ନିସିଆନଙ୍କୁ ମାସିକ ୫ହଜାର ଟଙ୍କା ମିଳିବ । ଏହା ବ୍ୟତୀତ ଆମ୍ବୁଲାନ୍ସ ହେଲପରଙ୍କୁ ମାସିକ ୩ ହଜାର ଟଙ୍କା ମିଳିବ ।
    ବର୍ତ୍ତମାନ ପାଉଥିବା ବେତନ ସହ ଅତିରିକ୍ତ ଭାବେ ପ୍ରୋତ୍ସାହନ ରାଶି ମିଳିବ । ପ୍ରୋତ୍ସାହନ ରାଶି ଚଳିତ ଫେବୃଆରୀ ମାସରୁ ମିଳିବ ବୋଲି ଘୋଷଣା କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.2 ° C
    21.2 °
    21.2 °
    46 %
    1.9kmh
    53 %
    Sun
    33 °
    Mon
    35 °
    Tue
    37 °
    Wed
    39 °
    Thu
    38 °

    ସମ୍ବନ୍ଧିତ