Thursday, April 2, 2026
26 C
Odisha

    ଆସନ୍ତା ୧୧ରେ ‘ଆୟୁଷ୍ମାନ ଭାରତ’, ବାଲିଯାତ୍ରା ପଡ଼ିଆରେ ଶୁଭାରମ୍ଭ କରିବେ ନଡ୍ଡା

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ରାଜ୍ୟରେ ଆସନ୍ତା ୧୧ ତାରିଖରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ ହେବାକୁ ଯାଉଛି। କଟକ ବାଲିଯାତ୍ରା ପଡ଼ିଆରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।

    ସୂଚନା ଅନୁସାରେ, ନଡ୍ଡା ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ଶୁକ୍ରବାର ଏନେି ସୂଚନା ଦେଇଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ୧୦ ତାରିଖ ରାତିରେ ସେ ଭୁବନେଶ୍ୱର ପହଞ୍ଚିବେ। ୧୧ ତାରିଖରେ ବାଲିଯାତ୍ରା ପଡ଼ିଆରେ ‘ଆୟୁଷ୍ମାନ ଭାରତ’ର ଶୁଭାରମ୍ଭ କରିବେ। ଏହାପରେ ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ। ଏପ୍ରିଲ ୧୨ ତାରିଖ ସନ୍ଧ୍ୟାରେ ନଡ୍ଡା ଦିଲ୍ଲୀ ଫେରିଯିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26 ° C
    26 °
    26 °
    46 %
    1.3kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ