Friday, April 3, 2026
39 C
Odisha

    ୧୨ଟା ବେଳେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିନ ୧୨ଟାରେ ମୁଖ୍ୟମନ୍ତ୍ରୀ ପୁରୀ ଯିବା କାର୍ଯ୍ୟକ୍ରମ କରାଯାଇଛି ।
    ବାହୁଡ଼ା ଯାତ୍ରା ନେଇ ମୁଖ୍ୟମନ୍ତ୍ରୀ କରିବେ ସମୀକ୍ଷା । ସେବାୟତଙ୍କ ସହ କରିବେ ଆଲୋଚନା । ଏଥିସହ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବେ । ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଶରଧାବାଲି ଅଘଟଣ ପରେ ପ୍ରଥମ କରି ମୁଖ୍ୟମନ୍ତ୍ରୀ ଆଜି ପୁରୀ ଗସ୍ତ କରିବେ । ଏ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ