Sunday, February 1, 2026
24.7 C
Odisha

    ୧୨ ଘଣ୍ଟା ପାଇଁ ସମ୍ବଲପୁର ବନ୍ଦ, ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି

    ଆଗକୁ ପଢନ୍ତୁ

    ସମ୍ବଲପୁର : ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ । ଖରିଫ ଧାନ କିଣାରେ ଅବ୍ୟବସ୍ଥା ଅଭିଯୋଗରେ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ପାଳନ କରାଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଇଛି। ଆନ୍ଦୋଳନରେ ସାମିଲ ହୋଇଛନ୍ତି ଶହ ଶହ ସଂଖ୍ୟାରେ ଚାଷୀ । ପୁରା ସହରରେ ପିକେଟିଂ କରି ଦୋକାନ ବଜାର, ଗାଡି ମୋଟର ଚଳାଚଳ ସବୁ ବନ୍ଦ କରାଯାଇଛି  l ବନ୍ଦରୁ ଜାତୀୟ ରାଜପଥ ଓ ରେଳ ରୋକ ବାଦ୍ ଦିଆଯାଇଛି । ଜରୁରୀକାଳୀନ ସେବାକୁ ଛାଡି ଦେଲେ ଠପ୍ ହୋଇଯାଇଛି ସାରା ସହର । ଗାଡ଼ି ମୋଟର ଚଳାଚଳ ବନ୍ଦ । ବନ୍ଦକୁ ସହରର ବିଭିନ୍ନ ସଙ୍ଗଠନ ସହ ବିଜେଡି ଓ କଂଗ୍ରେସ କର୍ମୀ ସମର୍ଥନ କରିବା ସହ ବନ୍ଦରେ ସାମିଲ ହେଇଛନ୍ତି  l ସମ୍ବଲପୁର ସହର ସହ କୁଚିଣ୍ଡା, ରେଢ଼ାଖୋଲ, ଜମନକିରା, ପଡ଼ିଆବାହାଲ, ଗୋଶାଲା ଅଞ୍ଚଳରେ ମଧ୍ୟ ବନ୍ଦ କରିଛନ୍ତି  l

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    31 %
    1.9kmh
    93 %
    Sun
    23 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ