Monday, April 6, 2026
23.4 C
Odisha

    ୧୨ ରୁ ୧୫ ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ

    ଆଗକୁ ପଢନ୍ତୁ

    ପୁରୀ: ଚଳିତ ମାସରେ ମକର ସଂକ୍ରାନ୍ତି ଏବଂ ଅନ୍ୟ ନୀତିକାନ୍ତି ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେବା ଅନୁମାନ କରାଯାଉଛି। ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଛି। ୧୬ରୁ ପୁନର୍ବାର ମରାମତି କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.4 ° C
    23.4 °
    23.4 °
    69 %
    1.1kmh
    3 %
    Mon
    38 °
    Tue
    35 °
    Wed
    37 °
    Thu
    37 °
    Fri
    37 °

    ସମ୍ବନ୍ଧିତ