Thursday, September 24, 2026
23.9 C
Odisha

    ୧୩ରୁ ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ, ୧୨ରେ ସର୍ବଦଳୀୟ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ। ଏହାର ଦିନକ ପୂର୍ବରୁ ଅର୍ଥାତ୍ ଫେବୃଆରୀ ୧୨ରେ ବସିବ ସର୍ବଦଳୀୟ ବୈଠକ। ଦିନ ୧୧ଟାରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଫେବୃଆରୀ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.9 ° C
    23.9 °
    23.9 °
    99 %
    1.6kmh
    100 %
    Thu
    25 °
    Fri
    28 °
    Sat
    29 °
    Sun
    26 °
    Mon
    30 °

    ସମ୍ବନ୍ଧିତ