Saturday, February 21, 2026
25.7 C
Odisha

    ୧୩ରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଉପରେ ମିଳିପାରେ ମଞ୍ଜୁରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସନ୍ତା ୧୩ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବୈଠକରେ ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଆସିବା ସମ୍ଭାବନା ରହିଛି । ପୂର୍ତ୍ତ, ଜଳସମ୍ପଦ, ନଗର ଉନ୍ନୟନ ଏବଂ ଆଇନ ବିଭାଗର ପ୍ରସ୍ତାବ ଆସିପାରେ ବୋଲି ଅନୁମାନ କରାଯାଉଛି । ସେହିପରି କ୍ୟାବିନେଟ୍‌ର ବୈଠକର ପୂର୍ବ ଦିନ ଅର୍ଥାତ ୧୨ ତାରିଖରେ ସଚିବସ୍ତରୀୟ ବୈଠକ ହେବାର ସୂଚନା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    24 %
    1.4kmh
    2 %
    Sat
    28 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ