Sunday, October 18, 2026
23.2 C
Odisha

    ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ଅନୁଯାୟୀ ସକାଳ ୧୧ଟା ୨୫ ମିନିଟ୍ ସମୟରେ ସେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ। ଏଠାରୁ କଡ଼ା ସୁରକ୍ଷା ମଧ୍ୟରେ ଜନତା ମଇଦାନକୁ ଯିବେ। ସେଠାରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ। ସେହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ଟାରୁ ୧ଟା ଯାଏ ଉପସ୍ଥିତ ରହିବେ। ଅପରାହ୍ଣ ୩ଟା ୨୫ ମିନିଟ ସମୟରେ ନୂଆଦିଲ୍ଲୀ ଫେରିଯିବେ ବୋଲି ଜଣାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ