Saturday, April 11, 2026
37.5 C
Odisha

    ୧୭ ରୁ ୧୯ ମଧ୍ୟରେ ଦକ୍ଷିଣ ଉପକୂଳ ଓଡିଶାରେ ହୋଇପାରେ ହାଲୁକା ବର୍ଷା

    ଆଗକୁ ପଢନ୍ତୁ

    ବଙ୍ଗୋପସାଗରରେ ପୁଣି ଲଘୁଚାପ ସମ୍ଭାବନା। ଆଜି ରାତି ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତର ରୂପ ନେବ। ପରବର୍ତ୍ତୀ ଦୁଇ ଦିନ ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ଅବପାତ। ଅବପାତଟି ତାମିଲନାଡୁ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ତେବେ ଏହି ଲଘୁଚାପ ପ୍ରଭାବରେ ଓଡିଶାରେ କୋହଲା ପାଗ ରହିବ। ୧୭ ରୁ ୧୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓଡିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ କନ୍ଧମାଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ବର୍ଷା ପ୍ରଭାବରେ ତାପମାତ୍ରା ପୁଣି ବଢିବା ସହ ପାରଦ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.5 ° C
    37.5 °
    37.5 °
    10 %
    4.3kmh
    0 %
    Sat
    37 °
    Sun
    41 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ