Friday, October 2, 2026
22.2 C
Odisha

    ୧୭ ରେ ଓଡ଼ିଶା ଆସିବେ ନୀତୀନ ଗଡ଼କରି, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଓଡ଼ିଶା ଆସୁଛନ୍ତି ନୀତୀନ ଗଡ଼କରି । ୧୭ ତାରିଖରେ ଓଡ଼ିଶା ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ। କଟକରେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ହରେକୃଷ୍ଣ ମହାତବ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। ପରେ NHAI ପ୍ରକଳ୍ପର ସମୀକ୍ଷା କରିବେ। ଭୁବନେଶ୍ବରରେ ଆୟୋଜିତ ଏକ ସାଧାରଣ ସଭାରେ ଜାତୀୟ ରାଜପଥକୁ ନେଇ ବଡ ଘୋଷଣା କରିପାରନ୍ତି ଗଡ଼କରୀ । ଏହା ସହ ୫ହଜାର କୋଟି ଟଙ୍କାର ୧୬ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ବୋଲି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ