Saturday, May 30, 2026
24.7 C
Odisha

    ୧୮ରୁ ଶ୍ରୀମନ୍ଦିରରେ ଦର୍ଶନ କଟକଣା: ୨ ଦ୍ବାର ଦେଇ ପ୍ରବେଶ କରିବେ ଶ୍ରଦ୍ଧାଳୁ

    ଆଗକୁ ପଢନ୍ତୁ

    କାର୍ତ୍ତିକ ମାସରେ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ ହେବ। ଅକ୍ଟୋବର ୧୮ରୁ ଲାଗୁ ହେବ କଟକଣା। ଭକ୍ତଙ୍କୁ କେବଳ ସିଂହଦ୍ବାର ଓ ପଶ୍ଚିମଦ୍ବାର ଦେଇ ପ୍ରବେଶ ଅନୁମତି ମିଳିବ। ସିଂହଦ୍ବାର ଦେଇ ବାହାରି ପାରିବେନି ସାଧାରଣ ଭକ୍ତ। ଦୁଇ ଦ୍ବାରରେ ପ୍ରବେଶ ଓ ୩ ଦ୍ବାର ଦେଇ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    83 %
    3.3kmh
    100 %
    Fri
    25 °
    Sat
    41 °
    Sun
    39 °
    Mon
    40 °
    Tue
    42 °

    ସମ୍ବନ୍ଧିତ