Thursday, April 2, 2026
25.4 C
Odisha

    ୧୮ ତାରିଖରୁ ଯୁକ୍ତଦୁଇ ଫର୍ମପୂରଣ

    ଆଗକୁ ପଢନ୍ତୁ

    ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମପୂରଣ। ସେପ୍ଟେମ୍ବର ୧୮ ରୁ ୧ ଅକ୍ଟୋବର ଯାଏଁ ଚାଲିବ ଫର୍ମ ପୂରଣ। କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ। ଯେଉଁମାନେ ଏହି ତାରିଖରେ ଫର୍ମ ପୂରଣ କରିପାରିବେ ନାହିଁ ସେମାନେ ଅକ୍ଟୋବର ୪ରୁ ୧୪ ଯାଏଁ ୨୦୦ ଟଙ୍କା ଜୋରିମାନାରେ ଫର୍ମପୂରଣ କରିପାରିବେ। ସେହିପରି ନଭେମ୍ବର ୧୧ ରୁ ୧୮ ଯାଏଁ ଫର୍ମପୂରଣ କଲେ ୬୦୦ ଟଙ୍କା ଜୋରିମାନା ଦେବାକୁ ପଡିବ । ୨୦୨୫ ବାର୍ଷିକ ପରୀକ୍ଷା ପାଇଁ ହେବ ଫର୍ମ ପୂରଣ। ସମସ୍ତ ରେଗୁଲାର ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ଫର୍ମ ପୂରଣ କରିବେ। ଏନେଇ ଉଚ୍ଚ ମାଧ୍ଯମିକ ଶିକ୍ଷା ପିରଷଦ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    49 %
    1.5kmh
    0 %
    Thu
    40 °
    Fri
    41 °
    Sat
    39 °
    Sun
    38 °
    Mon
    34 °

    ସମ୍ବନ୍ଧିତ