Sunday, January 18, 2026
17.9 C
Odisha

    ୧୮ ରେ ନୁହେଁ ୨୨ ରେ ମିଳିବ ସୁଭଦ୍ରା ଟଙ୍କା, ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳା ପାଇବେ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୧୮ ରେ ନୁହେଁ ୨୨ ରେ ମିଳିବ ସୁଭଦ୍ରା ଟଙ୍କା । ୪ ଲକ୍ଷ ୫୭ ହଜାର ୬୮୧ ମହିଳା ଙ୍କୁ ମିଳିବ ସୁଭଦ୍ରା ଟଙ୍କା । ନୂଆ ପଞ୍ଜୀକରଣ କରିଥିବା ୧ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତିର ଅର୍ଥ । ତୃତୀୟ କିସ୍ତି ପାଇଥିଲେ ବି ଟେକ୍ନିକାଲ ସମସ୍ୟା ପାଇଁ ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ସାମିଲ କରାଯାଇଛି । ସେମାନଙ୍କୁ ଏକା ସାଙ୍ଗରେ ଦୁଇଟି କିସ୍ତି ମିଳିବ । ସେହିପରି ଅଭିଯୋଗ ଶୁଣାଣି ରେ ୨୪ହଜାର ୧୮ ଜଣ ହିତାଧିକାରୀ ଙ୍କୁ ସୁଭଦ୍ରା ରେ ସାମିଲ କରାଯାଇଛି । ମୋଟ ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.9 ° C
    17.9 °
    17.9 °
    26 %
    1.8kmh
    0 %
    Sun
    17 °
    Mon
    31 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ