Sunday, October 11, 2026
22.8 C
Odisha

    ୧୮ ରେ ନୁହେଁ ୨୨ ରେ ମିଳିବ ସୁଭଦ୍ରା ଟଙ୍କା, ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳା ପାଇବେ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୧୮ ରେ ନୁହେଁ ୨୨ ରେ ମିଳିବ ସୁଭଦ୍ରା ଟଙ୍କା । ୪ ଲକ୍ଷ ୫୭ ହଜାର ୬୮୧ ମହିଳା ଙ୍କୁ ମିଳିବ ସୁଭଦ୍ରା ଟଙ୍କା । ନୂଆ ପଞ୍ଜୀକରଣ କରିଥିବା ୧ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତିର ଅର୍ଥ । ତୃତୀୟ କିସ୍ତି ପାଇଥିଲେ ବି ଟେକ୍ନିକାଲ ସମସ୍ୟା ପାଇଁ ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ସାମିଲ କରାଯାଇଛି । ସେମାନଙ୍କୁ ଏକା ସାଙ୍ଗରେ ଦୁଇଟି କିସ୍ତି ମିଳିବ । ସେହିପରି ଅଭିଯୋଗ ଶୁଣାଣି ରେ ୨୪ହଜାର ୧୮ ଜଣ ହିତାଧିକାରୀ ଙ୍କୁ ସୁଭଦ୍ରା ରେ ସାମିଲ କରାଯାଇଛି । ମୋଟ ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.8 ° C
    22.8 °
    22.8 °
    82 %
    0.9kmh
    0 %
    Sat
    22 °
    Sun
    30 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ