Thursday, October 15, 2026
28.2 C
Odisha

    ୧୯ ଓ ୨୦ରେ ଏମ୍‌ସ ଓପିଡି ବନ୍ଦ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ‘ମହାନବମୀ’ ଓ ‘ଦଶହରା’ ଅବସରରେ ଆସନ୍ତା ୧୯ ଏବଂ ୨୦ ତାରିଖରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ) ଡାକ୍ତରଖାନାରେ ବହିର୍ବିଭାଗ (ଓପିଡି) ସେବା ବନ୍ଦ ରହିବ। ଏ ନେଇ ଭୁବନେଶ୍ୱର ଏମ୍‌ସର ମେଡିକାଲ ଅଧୀକ୍ଷକଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି। ଏହି ଦୁଇ ଦିନ ଡାକ୍ତରଖାନାରେ ସାଧାରଣ ଓପିଡି ସେବା ଉପଲବ୍ଧ ହେବ ନାହିଁ ବୋଲି କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.2 ° C
    28.2 °
    28.2 °
    73 %
    2.5kmh
    93 %
    Thu
    27 °
    Fri
    29 °
    Sat
    30 °
    Sun
    24 °
    Mon
    26 °

    ସମ୍ବନ୍ଧିତ