Friday, April 3, 2026
33.6 C
Odisha

    ୨୦ରେ ଦୀପାବଳି ଛୁଟି , ୨୫ ତାରିଖ ଚତୁର୍ଥ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୨୦ ତାରିଖରେ ଦୀପାବଳି ଛୁଟି । ସୋମବାରକୁ ଅତିରିକ୍ତ ଛୁଟି ଘୋଷଣା କଲେ ରାଜ୍ୟ ସରକାର ।  ଏନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାସହ ୨୫ ତାରିଖ ଚତୁର୍ଥ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି ।  ସେପଟେ ୨୦ ତାରିଖରେ ନୂଆପଡ଼ା ଜିଲ୍ଲାର ସରକାରୀ କାର୍ଯ୍ୟାଳୟ ଖୋଲାରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ