Monday, August 24, 2026
23.9 C
Odisha

    ୨୦ରେ ବିଜେଡି ବିଧାୟକ ଦଳ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସନ୍ତା ଜୁଲାଇ ୨୦ରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ୨୦ ତାରିଖ ଅପରାହ୍ନରେ ଶଙ୍ଖ ଭବନରେ ଏହି ବୈଠକ ବସିବ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବାକୁ ଥିବା ବୋଳ ବୈଠକରେ ବିଧାନସଭା ପାଇଁ ରଣନୀତି ପ୍ରସ୍ତୁତ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.9 ° C
    23.9 °
    23.9 °
    97 %
    1.6kmh
    100 %
    Mon
    27 °
    Tue
    28 °
    Wed
    28 °
    Thu
    26 °
    Fri
    29 °

    ସମ୍ବନ୍ଧିତ