Tuesday, October 6, 2026
22.3 C
Odisha

    ୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ

    ଆଗକୁ ପଢନ୍ତୁ

    ଅଲିମ୍ପିକ୍ସ ୨୦୨୪ ପ୍ୟାରିସରେ ଖେଳାଯାଇଥିଲା । ଏହା ପରେ ୨୦୨୮ର ଅଲିମ୍ପିକ୍ସ ଯୁକ୍ତରାଷ୍ଟ୍ରର ଲସ ଆଞ୍ଜେଲସରେ ଖେଳାଯିବ । ଏହା ପରେ ୨୦୩୨ ଆୟୋଜନ ପାଇଁ ଦେଶ ଏବଂ ସହର ମଧ୍ୟ ଚୟନ କରାସରିଛି। କିନ୍ତୁ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ ଯେ ୨୦୩୬ରେ ଅଲିମ୍ପିକ କେଉଁଠାରେ ଅନୁଷ୍ଠିତ ହେବ। ବର୍ତ୍ତମାନ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାରତ ୨୦୩୬ରେ ଆୟୋଜିତ ହେବାକୁ ଥିବା ଅଲିମ୍ପିକ୍ସ ଆୟୋଜନ କରିବାକୁ ଦାବି କରିଛି। ଏହା ପ୍ରଥମ ଘଟଣା ନୁହେଁ ଯେ ଭାରତରେ ଆୟୋଜିତ ଅଲିମ୍ପିକ୍ସ ୨୦୩୬ର ଖବର ସାମ୍ନାକୁ ଆସିଛି। ଏହାପୂର୍ବରୁ ମଧ୍ୟ ଏ ସମ୍ପର୍କରେ କିଛି ରିପୋର୍ଟ ବାହାରିଛି ଯେଉଁଥିରେ କୁହାଯାଇଥିଲା ଯେ ୨୦୩୬ରେ ହେବାକୁ ଥିବା ଅଲିମ୍ପିକ୍ସ ପାଇଁ ଭାରତ ଆଗକୁ ଆସିପାରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    79 %
    1kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ