Saturday, October 10, 2026
22.4 C
Odisha

    -୨୦ ବିଶ୍ବକପ୍‌ ପାଇଁ ଘୋଷଣା ହେଲା ଭାରତୀୟ ଦଳ

    ଆଗକୁ ପଢନ୍ତୁ

    ଆଗାମୀ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଭାରତୀୟ ଟିମ୍‌ ଘୋଷଣା କରାଯାଇଛି। ଚଳିତ ଟି-୨୦ ବିଶ୍ୱକପରେ ଭାରତୀୟ ଟିମ୍‌ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ପଡିଆକୁ ଓହ୍ଲାଉଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଛି ଉପ-ଅଧିନାୟକ ଦାୟିତ୍ବ। ଏଥି ସହିତ ବେଶ କିଛି ଦିନର ବ୍ୟବଧ୍ୟାନରେ ଭାରତୀୟ ଟିମ୍‌କୁ ଫେରିଛନ୍ତି ୱିକେଟ କିପର ବ୍ୟାଟର ଋଷଭ ପନ୍ତ। ଋଷଭଙ୍କ ବ୍ୟତିତ ସଞ୍ଜୁ ସାମସନଙ୍କୁ ମଧ୍ୟ ଦଳରେ ଅନ୍ତର୍ଭୁକ୍ତ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ