Monday, November 10, 2025
13.8 C
Odisha

    ୨୦ ଯାଏ ରାଜ୍ୟରେ ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ । ୧୯ ତାରିଖ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ୨୦ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୮ ଓ ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ବର୍ଷା, ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ରାଜ୍ୟରେ ଭୀଷଣ ବର୍ଷା ହେବ । ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    13.8 ° C
    13.8 °
    13.8 °
    62 %
    1.4kmh
    0 %
    Mon
    25 °
    Tue
    26 °
    Wed
    26 °
    Thu
    26 °
    Fri
    25 °

    ସମ୍ବନ୍ଧିତ