Friday, May 15, 2026
38.3 C
Odisha

    ୨୦ ଯାଏ ରାଜ୍ୟରେ ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ । ୧୯ ତାରିଖ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ୨୦ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୮ ଓ ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ବର୍ଷା, ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ରାଜ୍ୟରେ ଭୀଷଣ ବର୍ଷା ହେବ । ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    38.3 ° C
    38.3 °
    38.3 °
    29 %
    0.6kmh
    17 %
    Fri
    43 °
    Sat
    42 °
    Sun
    43 °
    Mon
    46 °
    Tue
    47 °

    ସମ୍ବନ୍ଧିତ